• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଶତୃ ବୃଦ୍ଧି ହେଲେ ମଧ୍ୟ ଯେକୌଣସି କାର୍ଯ୍ୟରେ ହାତ ଦେଲେ ବିଜୟୀ ହେବେ ।

Scorpio

ବିଛା

Tuesday 01 Apr 2025

ବିଶାଖା- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକାମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଅନୁରାଧା- ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ୱ ଦେଇ ସମ୍ମାନ ପାଇବେ ।  କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଜ୍ୟେଷ୍ଠା- ଜମିଜମା ବିବାଦ ଜଟିଳ ହୋଇପାରେ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ମହିଳାମାନେ ସହଯୋଗର ହାତ ବଢାଇବେ ।

ପ୍ରତିକାର – ବଗଳାମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ଦିନଟି ଆପଣଙ୍କର ଭଲରେ କଟିବ । ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଶତୃ ବୃଦ୍ଧି ହେଲେ ମଧ୍ୟ ଯେକୌଣସି କାର୍ଯ୍ୟରେ ହାତ ଦେଲେ ବିଜୟୀ ହେବେ ।