• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st August 2023: ଏହି ରାଶିର ବ୍ୟକ୍ତିଙ୍କୁ ଧନଧାନ୍ୟ ପ୍ରାପ୍ତି ସମ୍ଭାବନା ରହିଛି..

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର, ଚନ୍ଦ୍ର –  ଧନୁ ରାତ୍ରି ୧୨.୧୫ ଗତେ ମକର, ତିଥି – ପୂର୍ଣ୍ଣିମା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ଦିବା ୦୪.୦୨ ଗତେ ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Tuesday 01 Aug 2023

ଧନିଷ୍ଠା – ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ବିଶ୍ୱାସୀ ଲୋକ ମାନେ ଧୋକା ଦେବେ । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ ।

ଶତଭିଷା – ରାଜନୀତିରେ ରହି ଲୋକଙ୍କୁ ସହଯୋଗର ମନବୃତି ପୋଷଣ କରିବେ । ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । କର୍ମକ୍ଷେତ୍ରରେ ସବୁ କାର୍ଯ୍ୟ ସୁରୁଖୁରୁରେ ହେଇଯିବ ।

ପୂ , ଭାଦ୍ରପଦ – ଜମିଜମା କାରବାରରେ ଠକାମୀରେ ପଡିବେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । କେହି ଆପଣଙ୍କୁ ସାହାର୍ଯ୍ୟର ହାତ ବଢାଇବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :