• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st August 2023: ଏହି ରାଶିର ବ୍ୟକ୍ତିଙ୍କୁ ଧନଧାନ୍ୟ ପ୍ରାପ୍ତି ସମ୍ଭାବନା ରହିଛି..

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର, ଚନ୍ଦ୍ର –  ଧନୁ ରାତ୍ରି ୧୨.୧୫ ଗତେ ମକର, ତିଥି – ପୂର୍ଣ୍ଣିମା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ଦିବା ୦୪.୦୨ ଗତେ ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Tuesday 01 Aug 2023

ପୂ, ଭାଦ୍ରପଦ - ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ବ୍ୟବସାୟରେ ଆଶା ଅନୁରୂପ ଫଳ ପାଇବେ ଓ ଜମା ରାଶି ବୃଦ୍ଧି ପାଇବ । କୌଣସି ମୂଲ୍ୟବାନ୍ ଜିନିଷ ଠିକ୍ ସମୟରେ ନ ପାଇ ବ୍ୟତିବ୍ୟସ୍ତ ହୋଇ ପାରନ୍ତି ।

ଉ, ଭାଦ୍ରପଦ - ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । ବାପାଙ୍କ ସହିତ ସମ୍ପର୍କ ପ୍ରତି ଧ୍ୟାନ ଦେବା ଆବଶ୍ୟକ । ବିବାଦ ଧୀରେ ଧୀରେ ସୁଧୁରିବ ଫଳରେ ଦାମ୍ପତ୍ୟ ଜୀବନରେ ସୁଖ ପାଇବେ ।

ରେବତୀ - ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ ।

ପ୍ରତିକାର – କିଛି ବସ୍ତ୍ର ଗରିବ ଲୋକଙ୍କୁ ଦାନ କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :