• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st August 2023: ଏହି ରାଶିର ବ୍ୟକ୍ତିଙ୍କୁ ଧନଧାନ୍ୟ ପ୍ରାପ୍ତି ସମ୍ଭାବନା ରହିଛି..

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର, ଚନ୍ଦ୍ର –  ଧନୁ ରାତ୍ରି ୧୨.୧୫ ଗତେ ମକର, ତିଥି – ପୂର୍ଣ୍ଣିମା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ଦିବା ୦୪.୦୨ ଗତେ ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Tuesday 01 Aug 2023

ମୃଗଶିରା - ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୌଣସି କାମରେ ଯଥେଷ୍ଟ ଲାଭ ହେବ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ ।

ଆଦ୍ରା - ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ଆଚାର ବ୍ୟବହାର , କଥାବାର୍ତ୍ତାରେ ଆୟତ ନ ରଖିଲେ ଅସୁବିଧାରେ ପଡିପାରନ୍ତି ।

ପୁନର୍ବସୁ - ନୂଆ ଘର ତିଆରି କରିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ । ସାମ୍ବାଦିକ ମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ ।

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :