• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st August 2023: ଏହି ରାଶିର ବ୍ୟକ୍ତିଙ୍କୁ ଧନଧାନ୍ୟ ପ୍ରାପ୍ତି ସମ୍ଭାବନା ରହିଛି..

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର, ଚନ୍ଦ୍ର –  ଧନୁ ରାତ୍ରି ୧୨.୧୫ ଗତେ ମକର, ତିଥି – ପୂର୍ଣ୍ଣିମା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ଦିବା ୦୪.୦୨ ଗତେ ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Tuesday 01 Aug 2023

ମଘା – ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ ।

ପୂ , ଫାଲଗୁନୀ - ଅଫିସ୍ କାମରେ ବ୍ୟସ୍ତ ରହିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନୀତିରେ କିଛି ବିଶେଷ କଥା ଆଲୋଚନା କରିବେ ।

ଉ ,ଫାଲଗୁନୀ - କୋର୍ଟ ମାମଲାରେ ଲାଭ ହେବ । ମହିଳା ମାନେ ଉଚ୍ଚ ଶିକ୍ଷା ଗ୍ରହଣ କରିବେ । ବିବାହିତ ସମ୍ବନ୍ଧୀୟ କଥାବାର୍ତ୍ତା ବେଳେ ସଂଯମତା ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି ।

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :