• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st August 2023: ଏହି ରାଶିର ବ୍ୟକ୍ତିଙ୍କୁ ଧନଧାନ୍ୟ ପ୍ରାପ୍ତି ସମ୍ଭାବନା ରହିଛି..

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର, ଚନ୍ଦ୍ର –  ଧନୁ ରାତ୍ରି ୧୨.୧୫ ଗତେ ମକର, ତିଥି – ପୂର୍ଣ୍ଣିମା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ଦିବା ୦୪.୦୨ ଗତେ ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Tuesday 01 Aug 2023

ଉ- ଫାଲ୍‌ଗୁନୀ –ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ଅନ୍ୟଥା ସମସ୍ୟା ବଢ଼ି ଯିବାର ସୂଚନା ରହିଛି । ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । କର୍ମକ୍ଷେତ୍ରରେ ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ।

ହସ୍ତା - ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ମହିଳା ମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ ।

ଚିତ୍ରା - ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ବାହ୍ୟ ଶତୃଙ୍କ ଠାରୁ ଦୂରରେ ରହିଲେ ଭଲ।

ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :