• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st August 2023: ଏହି ରାଶିର ବ୍ୟକ୍ତିଙ୍କୁ ଧନଧାନ୍ୟ ପ୍ରାପ୍ତି ସମ୍ଭାବନା ରହିଛି..

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର, ଚନ୍ଦ୍ର –  ଧନୁ ରାତ୍ରି ୧୨.୧୫ ଗତେ ମକର, ତିଥି – ପୂର୍ଣ୍ଣିମା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ଦିବା ୦୪.୦୨ ଗତେ ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Tuesday 01 Aug 2023

ଚିତ୍ରା – ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ପରିକ୍ଷାରେ କୃତକାର୍ଯ୍ୟ ହେବେ । ଅସାବଧାନତା ପାଇଁ ଖାଦ୍ୟ ନଷ୍ଟ ହୋଇପାରେ ।

ସ୍ୱାତୀ – ଅଫିସ୍‌ରେ ଭାବିଥିବା କାମ ନିର୍ଦ୍ଧିରିତ ସମୟରେ ସମ୍ପୂର୍ଣ୍ଣ କରିବେ । ରାଜନୀତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ । ବିବାଦୀୟ ଘଟଣା ଟିକେ ଜଟିଳ ଆଡକୁ ଗତି କରିବ।

ବିଶାଖା – ବିରୋଧୀ ମାନଙ୍କ ପ୍ରତି ସାବଧାନ ରୁହନ୍ତୁ । ମହିଳା ମାନେ ଜିନିଷ କିଣିବାରେ ମନ ନିବେଶ କରିବେ । ମନ ଭୁଲାଣିୟା କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ । ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ।

ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :