• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st August 2023: ଏହି ରାଶିର ବ୍ୟକ୍ତିଙ୍କୁ ଧନଧାନ୍ୟ ପ୍ରାପ୍ତି ସମ୍ଭାବନା ରହିଛି..

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର, ଚନ୍ଦ୍ର –  ଧନୁ ରାତ୍ରି ୧୨.୧୫ ଗତେ ମକର, ତିଥି – ପୂର୍ଣ୍ଣିମା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ଦିବା ୦୪.୦୨ ଗତେ ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Tuesday 01 Aug 2023

ବିଶାଖା - ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।

ଅନୁରାଧା - ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି ।

ଜ୍ୟୋଷ୍ଠା - ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ ।

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :