• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st August 2023: ଏହି ରାଶିର ବ୍ୟକ୍ତିଙ୍କୁ ଧନଧାନ୍ୟ ପ୍ରାପ୍ତି ସମ୍ଭାବନା ରହିଛି..

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର, ଚନ୍ଦ୍ର –  ଧନୁ ରାତ୍ରି ୧୨.୧୫ ଗତେ ମକର, ତିଥି – ପୂର୍ଣ୍ଣିମା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ଦିବା ୦୪.୦୨ ଗତେ ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Tuesday 01 Aug 2023

ଉ, ଷାଢା - ଶାରୀରିକ ପିଡ଼ା କମ ରହିବ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ପାଇବେ ।

ଶ୍ରବଣା - ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷରେ ଯିବ ନାହିଁ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।

ଧନିଷ୍ଠା - ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ମହିଳା ମାନଙ୍କ ଆଶା ପୂରଣ ହୋଇପାରେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ ।

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :