• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st August 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିବେ..

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର। ଚନ୍ଦ୍ର- ମିଥୁନ ଅହୋରାତ୍ର। ତିଥି- ୧୨ଶୀ ଦିବା ୦୩.୨୯ ଗତେ ୧୩ଶୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୨୯ ପର୍ଯ୍ୟନ୍ତ।

Taurus

ବୃଷ

Thursday 01 Aug 2024

ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଶୁଭଫଳ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ । ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ ।

ପ୍ରତିକାର- ମାଛକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :