• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st August 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିବେ..

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର। ଚନ୍ଦ୍ର- ମିଥୁନ ଅହୋରାତ୍ର। ତିଥି- ୧୨ଶୀ ଦିବା ୦୩.୨୯ ଗତେ ୧୩ଶୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୨୯ ପର୍ଯ୍ୟନ୍ତ।

Pisces

ମୀନ

Thursday 01 Aug 2024

କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। କର୍ମକ୍ଷେତ୍ରରେ ତରବରିଆ ଭାବେ କୌଣସି କାମ କଲେ ଓଲଟା ଫଳ ପାଇବେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ଅଦଳବଦଳ ହୋଇଯାଇପାରେ।

ପ୍ରତିକାର- କଦଳୀ ଗଛ ମୂଳେ ଜଳ ଢାଳନ୍ତୁ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :