• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st August 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିବେ..

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର। ଚନ୍ଦ୍ର- ମିଥୁନ ଅହୋରାତ୍ର। ତିଥି- ୧୨ଶୀ ଦିବା ୦୩.୨୯ ଗତେ ୧୩ଶୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୨୯ ପର୍ଯ୍ୟନ୍ତ।

Gemini

ମିଥୁନ

Thursday 01 Aug 2024

ପ୍ରେମିକାପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେପାରରେ ପ୍ରଚୁର ଲାଭ ମିଳିବାର ସମ୍ଭାବନା ରହିଛି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ।

ପ୍ରତିକାର – ଦତ୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :