• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st August 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିବେ..

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର। ଚନ୍ଦ୍ର- ମିଥୁନ ଅହୋରାତ୍ର। ତିଥି- ୧୨ଶୀ ଦିବା ୦୩.୨୯ ଗତେ ୧୩ଶୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୨୯ ପର୍ଯ୍ୟନ୍ତ।

Leo

ସିଂହ

Thursday 01 Aug 2024

ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତା ଦୂରେଇ ଯିବ ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :