• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st August 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିବେ..

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର। ଚନ୍ଦ୍ର- ମିଥୁନ ଅହୋରାତ୍ର। ତିଥି- ୧୨ଶୀ ଦିବା ୦୩.୨୯ ଗତେ ୧୩ଶୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୨୯ ପର୍ଯ୍ୟନ୍ତ।

Virgo

କନ୍ୟା

Thursday 01 Aug 2024

କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କର୍ମକ୍ଷେତ୍ରରେ ଦକ୍ଷତା ଓ ସମୟାନୁବର୍ତ୍ତିତା କାରଣରୁ ଉଚ୍ଚପ୍ରଶଂସିତ ହେବେ। ଜମିଜମା, ଗୃହସୀମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ଏବଂ କୃତକାର‌୍ୟ୍ୟ ମଧ୍ୟ ହେବେ।

ପ୍ରତିକାର- ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :