• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st August 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିବେ..

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର। ଚନ୍ଦ୍ର- ମିଥୁନ ଅହୋରାତ୍ର। ତିଥି- ୧୨ଶୀ ଦିବା ୦୩.୨୯ ଗତେ ୧୩ଶୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୨୯ ପର୍ଯ୍ୟନ୍ତ।

Libra

ତୁଳା

Thursday 01 Aug 2024

ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ଶିକ୍ଷାର୍ଥୀମାନେ ଶିକ୍ଷାପ୍ରତି ଅଧିକ ଯତ୍ନଶୀଳ ରହିବେ ।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :