• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st August 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିବେ..

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର। ଚନ୍ଦ୍ର- ମିଥୁନ ଅହୋରାତ୍ର। ତିଥି- ୧୨ଶୀ ଦିବା ୦୩.୨୯ ଗତେ ୧୩ଶୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୨୯ ପର୍ଯ୍ୟନ୍ତ।

Scorpio

ବିଛା

Thursday 01 Aug 2024

ବିଭିନ୍ନ ପ୍ରକାର ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇପାରନ୍ତି । ବନ୍ଧୁମାନଙ୍କୁ ମିଠା ପରିବାର ଭିତରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ମିଳିବ। କଥା ଦ୍ୱାରା କାମ ହାସଲ କରିବେ।

ପ୍ରତିକାର- ଶ୍ରୀ ହନୁମାନ ଚଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :