• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st August 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିବେ..

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର। ଚନ୍ଦ୍ର- ମିଥୁନ ଅହୋରାତ୍ର। ତିଥି- ୧୨ଶୀ ଦିବା ୦୩.୨୯ ଗତେ ୧୩ଶୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୨୯ ପର୍ଯ୍ୟନ୍ତ।

Sagittarius

ଧନୁ

Thursday 01 Aug 2024

ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ । ବିଦ୍ୟାର୍ଥୀମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଯାନବାହନ ଓ ସାମୟିକ ସମସ୍ୟା ଦେଖା ଦେଇପାରେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ ।

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :