• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st August 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିବେ..

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର। ଚନ୍ଦ୍ର- ମିଥୁନ ଅହୋରାତ୍ର। ତିଥି- ୧୨ଶୀ ଦିବା ୦୩.୨୯ ଗତେ ୧୩ଶୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୨୯ ପର୍ଯ୍ୟନ୍ତ।

Capricorn

ମକର

Thursday 01 Aug 2024

ଜୀବିକା ଅର୍ଜନରେ ସଫଳତା ଲାଭ ପାଇବେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ସହଯୋଗରୁ ଉପକୃତ ହେବେ। ଅସୁବିଧାବଶତଃ ଅତ୍ୟାବଶ୍ୟକ କାମଗୁଡ଼ିକ ଅଟକି ରହିଥିବା କାରଣରୁ ଚିନ୍ତାକରି ଅନ୍ୟମନସ୍କ ରହିପାରନ୍ତି । ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯିବାର ଅନୁଭବ କରିବେ।

ପ୍ରତିକାର- ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :