• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Dec 2023: ହସଖୁସିରେ ସମୟ ବିତାଇବେ, ସମସ୍ୟାରୁ ମୁକ୍ତ ହେବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଦିବା ୧୦.୧୩ ଗତେ କର୍କଟ ତିଥି- ୪ର୍ଥୀ ଦିବା ୦୩.୩୧ ଗତେ ୫ମୀ ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୧୦.୧୩ ପର୍ଯ୍ୟନ୍ତ ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୪୦ ପର୍ଯ୍ୟନ୍ତ

Taurus

ବୃଷ

Friday 01 Dec 2023

କୃତିକା- ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ ।

ରୋହିଣୀ- ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର‌୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ ।

ମୃଗଶିରା- ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।

ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :