• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Dec 2023: ହସଖୁସିରେ ସମୟ ବିତାଇବେ, ସମସ୍ୟାରୁ ମୁକ୍ତ ହେବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଦିବା ୧୦.୧୩ ଗତେ କର୍କଟ ତିଥି- ୪ର୍ଥୀ ଦିବା ୦୩.୩୧ ଗତେ ୫ମୀ ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୧୦.୧୩ ପର୍ଯ୍ୟନ୍ତ ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୪୦ ପର୍ଯ୍ୟନ୍ତ

Pisces

ମୀନ

Friday 01 Dec 2023

ପୂ,ଭାଦ୍ରପଦ- ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ ଭଲ ରହିବ ।

ଉ,ଭାଦ୍ରପଦ- ପୁରୁଣା ନେତାଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ ।

ରେବତୀ- ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ ।

ପ୍ରତିକାର – ମା ତାରାଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :