• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Dec 2023: ହସଖୁସିରେ ସମୟ ବିତାଇବେ, ସମସ୍ୟାରୁ ମୁକ୍ତ ହେବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଦିବା ୧୦.୧୩ ଗତେ କର୍କଟ ତିଥି- ୪ର୍ଥୀ ଦିବା ୦୩.୩୧ ଗତେ ୫ମୀ ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୧୦.୧୩ ପର୍ଯ୍ୟନ୍ତ ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୪୦ ପର୍ଯ୍ୟନ୍ତ

Cancer

କର୍କଟ

Friday 01 Dec 2023

ପୁନର୍ବସୁ- ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ ।

ପୁଷ୍ୟା- ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।

ଅଶ୍ଲେଷା- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :