• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Dec 2023: ହସଖୁସିରେ ସମୟ ବିତାଇବେ, ସମସ୍ୟାରୁ ମୁକ୍ତ ହେବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଦିବା ୧୦.୧୩ ଗତେ କର୍କଟ ତିଥି- ୪ର୍ଥୀ ଦିବା ୦୩.୩୧ ଗତେ ୫ମୀ ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୧୦.୧୩ ପର୍ଯ୍ୟନ୍ତ ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୪୦ ପର୍ଯ୍ୟନ୍ତ

Leo

ସିଂହ

Friday 01 Dec 2023

ମଘା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର‌୍ୟ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।

ପୂ,ଫାଲଗୁନି- ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।

ଉ,ଫାଲଗୁନି- ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର‌୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :