• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Dec 2023: ହସଖୁସିରେ ସମୟ ବିତାଇବେ, ସମସ୍ୟାରୁ ମୁକ୍ତ ହେବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଦିବା ୧୦.୧୩ ଗତେ କର୍କଟ ତିଥି- ୪ର୍ଥୀ ଦିବା ୦୩.୩୧ ଗତେ ୫ମୀ ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୧୦.୧୩ ପର୍ଯ୍ୟନ୍ତ ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୪୦ ପର୍ଯ୍ୟନ୍ତ

Virgo

କନ୍ୟା

Friday 01 Dec 2023

ଉ,ଫଳଗୁନି- ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର‌୍ୟ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ । ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ ।

ହସ୍ତା- ରାଜନୀତି କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଲୋକମାନଙ୍କ ସହଯୋଗ ଆପଣଙ୍କ ମନୋବଳକୁ ସୁଦୃଢ କରିବ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ

ଚିତ୍ରା- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ ।

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :