• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Dec 2023: ହସଖୁସିରେ ସମୟ ବିତାଇବେ, ସମସ୍ୟାରୁ ମୁକ୍ତ ହେବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଦିବା ୧୦.୧୩ ଗତେ କର୍କଟ ତିଥି- ୪ର୍ଥୀ ଦିବା ୦୩.୩୧ ଗତେ ୫ମୀ ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୧୦.୧୩ ପର୍ଯ୍ୟନ୍ତ ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୪୦ ପର୍ଯ୍ୟନ୍ତ

Scorpio

ବିଛା

Friday 01 Dec 2023

ବିଶାଖା- ପ୍ରେମରେ ବିଶ୍ୱାସ ବଢିବ । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ । ଭ୍ରମଣ ଉପରେ ଆଧାରିତ କାର‌୍ୟ୍ୟରେ ଲାଭ ହେବ

ଅନୁରାଧା- ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ଛାତ୍ର ଛାତ୍ରୀ ମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

ଜ୍ୟେଷ୍ଠା- ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ମହିଳା ମାନେ ନିଜ ବ୍ୟବହାରରେ ସଂଯମତା ରକ୍ଷା କରନ୍ତୁ । ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :