• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Dec 2023: ହସଖୁସିରେ ସମୟ ବିତାଇବେ, ସମସ୍ୟାରୁ ମୁକ୍ତ ହେବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଦିବା ୧୦.୧୩ ଗତେ କର୍କଟ ତିଥି- ୪ର୍ଥୀ ଦିବା ୦୩.୩୧ ଗତେ ୫ମୀ ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୧୦.୧୩ ପର୍ଯ୍ୟନ୍ତ ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୪୦ ପର୍ଯ୍ୟନ୍ତ

Capricorn

ମକର

Friday 01 Dec 2023

ଉ,ଷାଢା- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ ।

ଶ୍ରବଣା- ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।

ଧନିଷ୍ଠା- ଶତୃକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ ।

ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :