• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st February 2023: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର । ଚନ୍ଦ୍ର – ବୃଷ ଦିବା ୦୧.୫୯ ଗତେ ମିଥୁନ,ତିଥି – ୧୧ଶୀ ଦିବା ୦୨.୦୨ ଗତେ ୧୨ଶୀ,ଘାତ ଚନ୍ଦ୍ର – ବିଛା ଦିବା ୦୧.୫୯ ଗତେ କନ୍ୟା,ଘାତ ବାର- କର୍କଟ ,ପୁଷ୍କର ଦୋଷ – ଦିବା ୦୨.୦୨ ଗତେ ୧ ପାଦ- ପଶୁସମ୍ପଦ ନାଶ – ଅନ୍ନଦାନ ।

Capricorn

ମକର

Wednesday 01 Feb 2023

ଉ, ଷାଢା- ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । ବ୍ୟବସାୟୀ ମାନେ ବ୍ୟବସାୟ ରେ ନୂଆ ନୂଆ ଉପାୟ ପ୍ରୟୋଗ କରିବା ପାଇଁ ଚେଷ୍ଟା କରିବେ

ଶ୍ରବଣା- ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ

ଧନିଷ୍ଠା- ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ । କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୈାଣସି ଭଲ ଖବର ଶୁଣାଇବେ ।

ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :