• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st February 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇପାରେ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୦୧ ତାରିଖ ଗୁରୁବାର । ଚନ୍ଦ୍ର- କନ୍ୟା ଦିବା ୦୨.୩୧ ଗତେ ତୁଳା। ତିଥି- ୬ଷ୍ଠୀ ଦିବା ୦୨.୦୩ ଗତେ ୭ମୀ।

Taurus

ବୃଷ

Thursday 01 Feb 2024

କୃତିକା- ସହକର୍ମୀଙ୍କ ଆନୁଗତ୍ୟ ଫଳରେ କର୍ମକ୍ଷେତ୍ରରେ ସ୍ୱାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ମିଳିବ। ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ବନ୍ଧୁମାନଙ୍କ ନିକଟରୁ ଅପେକ୍ଷା କରିଥିବା ଶୁଭଖବର ପାଇ ଉଲ୍ଲସିତ ହେବେ।

ରୋହିଣୀ- ଆବଶ୍ୟକୀୟ ଅର୍ଥପ୍ରାପ୍ତି ସକାଶେ ଅନ୍ୟମାନଙ୍କୁ ନେହୁରା ହେବାକୁ ପଡ଼ିପାରେ। ରାଜନୀତି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବିଦ୍ୟାର୍ଥୀମାନେ ଅଧ୍ୟୟନ ପାଇଁ ତତ୍ପର ହୋଇପାରନ୍ତି ।

ମୃଗଶିରା- ଅନ୍ୟମାନଙ୍କ ଉପରେ ନିର୍ଭଳଶୀଳ ହେବେ । ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ଦେଖାଦେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି ।

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :