• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st February 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇପାରେ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୦୧ ତାରିଖ ଗୁରୁବାର । ଚନ୍ଦ୍ର- କନ୍ୟା ଦିବା ୦୨.୩୧ ଗତେ ତୁଳା। ତିଥି- ୬ଷ୍ଠୀ ଦିବା ୦୨.୦୩ ଗତେ ୭ମୀ।

Pisces

ମୀନ

Thursday 01 Feb 2024

ପୂ,ଭାଦ୍ରପଦ-ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯତ୍ନ କଲେ ବିଫଳ ହୋଇପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। କେତେକ କ୍ଷେତ୍ରରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି।

ଉ,ଭାଦ୍ରପଦ- ସାଧାରଣ କଥାରେ ତର୍କ କାରଣରୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ । ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ କିଛି ଅସୁବିଧା ହେବନି। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିଙ୍କ ଦେଖାସାକ୍ଷାତରୁ ଉପକୃତ ହେବେ।

ରେବତୀ- ବେଖାତିର ଭାବରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଆଲୋଚନା ପରିସର, ସଭାସମିତି, ତର୍କ ଓ ବିବାଦରେ ସ୍ଥଗିତ କାମକୁ ପୂରା କରିବେ। ଆଲୋଚନା, ଲେଖାପଢ଼ା କ୍ଷେତ୍ରରୁ ଶୁଭଫଳ ପାଇବେ।

ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :