• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st February 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇପାରେ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୦୧ ତାରିଖ ଗୁରୁବାର । ଚନ୍ଦ୍ର- କନ୍ୟା ଦିବା ୦୨.୩୧ ଗତେ ତୁଳା। ତିଥି- ୬ଷ୍ଠୀ ଦିବା ୦୨.୦୩ ଗତେ ୭ମୀ।

Gemini

ମିଥୁନ

Thursday 01 Feb 2024

ମୃଗଶିରା- ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହୋଇପାରନ୍ତି । ଆବଶ୍ୟକ ସ୍ଥଳେ ସହଯୋଗ ପାଇ ପାରିବାରିକସ୍ତର ହସ ଖୁସିରେ କଟିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ ।

ଆଦ୍ରା- ରାଜନୀତିରେ ଶତ୍ରୁମାନେ ପଛଘୁଞ୍ଚା ଦେବେ । ସନ୍ଦେହ ଓ ଭୁଲ୍ ବୁଝାମଣା କାରଣରୁ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍ ଧାରଣା ପୋଷଣ କରିପାରେ। ସ୍ଥଗିତକର୍ମ ସମ୍ପାଦନ ଓ ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରିପାରନ୍ତି।

ପୁନର୍ବସୁ- ନିଜ ଗୃହ ସମସ୍ୟାକୁ ସଜାଡ଼ିବାକୁ ଯାଇ ବହୁତ ହଇରାଣ ହେବାକୁ ପଡ଼ିପାରେ। ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରି କଳ୍ପନା ରାଇଜରେ ଘୂରି ବୁଲିପାରନ୍ତି। କଠୋର ବାକ୍ୟାଳାପ କାରଣରୁ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ।

ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :