• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st February 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇପାରେ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୦୧ ତାରିଖ ଗୁରୁବାର । ଚନ୍ଦ୍ର- କନ୍ୟା ଦିବା ୦୨.୩୧ ଗତେ ତୁଳା। ତିଥି- ୬ଷ୍ଠୀ ଦିବା ୦୨.୦୩ ଗତେ ୭ମୀ।

Leo

ସିଂହ

Thursday 01 Feb 2024

ମଘା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । କାରବାରରେ ସୁଧାର ଆସିବା ଫଳରେ ଅଧିକ ଲାଭ ହେବ । ଉଚ୍ଚଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ ।

ପୂ,ଫାଲଗୁନି- ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ଅଧା ଅଧୁରା କାର୍ଯ୍ୟ ପୂରଣ କରିବା ପାଇଁ ସାହାର୍ଯ୍ୟ ସହେଯାଗ ମିଳିବ ।

ଉ,ଫାଲଗୁନି- ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବେ । ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରି ପାରନ୍ତି । 

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :