• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st February 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇପାରେ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୦୧ ତାରିଖ ଗୁରୁବାର । ଚନ୍ଦ୍ର- କନ୍ୟା ଦିବା ୦୨.୩୧ ଗତେ ତୁଳା। ତିଥି- ୬ଷ୍ଠୀ ଦିବା ୦୨.୦୩ ଗତେ ୭ମୀ।

Capricorn

ମକର

Thursday 01 Feb 2024

ଉ,ଷାଢା- ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇପାରେ। ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡ଼ିକୁ ସଫଳତାର ସହ ସମ୍ପନ୍ନ କରିବେ। ବ୍ୟବସାୟରେ କ୍ରମଶଃ ସମସ୍ୟା ବଢ଼ି ବଢ଼ି ବଡ଼ଆକାର ଧାରଣ କରିବାର ସମ୍ଭାବନା ରହିଛି।

ଶ୍ରବଣା- ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ହିଁ ପଡ଼ିବେ । କାମର ଚାପ ବୃଦ୍ଧି ପାଇବା କାରଣରୁ ସ୍ଥିରତା ରହିବ ନାହିଁ ।

ଧନିଷ୍ଠା-ପଢାପଢିରେ ମନେଯାଗ ଦେଲେ ବିଦ୍ୟାରେ ଉନ୍ନତି ହେବ । ଦୀର୍ଘଦିନର ଋଣ ଓ ପରୋକ୍ଷ ଶତ୍ରୁତା ପାଇଁ ବ୍ୟସ୍ତ ରହିବେ । ସଭା ସମିତିରେ ସମସ୍ୟା ସମାଧାନ ପାଇଁ ରାସ୍ତା ଖୋଜି ପାଇବେ ।

ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :