• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Febryary 2025: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ

ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୫୮ ଗତେ ମୀନ,ତିଥି- ୩ୟା ଦିବା ୧୧.୩୮ ଗତେ ୪ର୍ଥୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ରାତ୍ରି ୦୮.୫୮ ଗତେ ଧନୁ ରାଶିର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୨.୩୨ ଗତେ ୧ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Saturday 01 Feb 2025

କୃତିକା- ସ୍ନାୟବିକ ଜନିତ ସମସ୍ୟା ଦେଖାଦେଇପାରେ । ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ

ରୋହିଣୀ- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସି୍ଥତି ଉନ୍ନତି ଦେଖାଦେବ । ସାମାଜିକ କାର‌୍ୟ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ

ମୃଗଶିରା- ଛାତ୍ରଛାତ୍ରୀମାନଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ

ପ୍ରତିକାର- ଗୋସାଳାରେ ଗୋଖାଦ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :