• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Febryary 2025: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ

ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୫୮ ଗତେ ମୀନ,ତିଥି- ୩ୟା ଦିବା ୧୧.୩୮ ଗତେ ୪ର୍ଥୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ରାତ୍ରି ୦୮.୫୮ ଗତେ ଧନୁ ରାଶିର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୨.୩୨ ଗତେ ୧ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Saturday 01 Feb 2025

ଧନିଷ୍ଠା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ ।

ଶତଭିଷା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପରିବାରରେ କିପରି ତିକ୍ତତା ନ ଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି

ପୂ,ଭାଦ୍ରପଦ-ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ

ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :