• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Febryary 2025: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ

ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୫୮ ଗତେ ମୀନ,ତିଥି- ୩ୟା ଦିବା ୧୧.୩୮ ଗତେ ୪ର୍ଥୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ରାତ୍ରି ୦୮.୫୮ ଗତେ ଧନୁ ରାଶିର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୨.୩୨ ଗତେ ୧ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Saturday 01 Feb 2025

ପୂ,ଭାଦ୍ରପଦ- ବୈବାହିକ ସମ୍ପର୍କରେ କିଛି ସ୍ଥିରତା ସୃଷ୍ଟି କରିପାରେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ

ଉ,ଭାଦ୍ରପଦ- ବିବାହ ଆଶାୟୀ ଯୁବକ, ଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକ୍ଠିକ୍ ହୋଇଯିବ

ରେବତୀ- ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ମହିଳା ମାନେ ଦୁଃଖିତ ରହିବେ

ପ୍ରତିକାର- କେଶର, ବୁଟ , ହଳଦୀ ଆଦିକୁ ଖାଦ୍ୟ ପହାର୍ଥରେ ସାମିଲ୍ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :