• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Febryary 2025: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ

ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୫୮ ଗତେ ମୀନ,ତିଥି- ୩ୟା ଦିବା ୧୧.୩୮ ଗତେ ୪ର୍ଥୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ରାତ୍ରି ୦୮.୫୮ ଗତେ ଧନୁ ରାଶିର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୨.୩୨ ଗତେ ୧ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Saturday 01 Feb 2025

ମୃଗଶିରା- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ଜୀବନ ସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତା କରିବେ

ଆଦ୍ରା- ଖେଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ

ପୁନର୍ବସୁ- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ ।

ପ୍ରତିକାର- ଗୋଟାମୁଗ କୈାଣସି ଗ୍ରହବିପ୍ରଙ୍କୁ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :