• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Febryary 2025: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ

ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୫୮ ଗତେ ମୀନ,ତିଥି- ୩ୟା ଦିବା ୧୧.୩୮ ଗତେ ୪ର୍ଥୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ରାତ୍ରି ୦୮.୫୮ ଗତେ ଧନୁ ରାଶିର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୨.୩୨ ଗତେ ୧ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Saturday 01 Feb 2025

ପୁନର୍ବସୁ- ଅନ୍ୟ କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ

ପୁଷ୍ୟା- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ

ଅଶ୍ଲେଷା- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଛାତ୍ରଛାତ୍ରୀ ମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ 

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :