• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Febryary 2025: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ

ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୫୮ ଗତେ ମୀନ,ତିଥି- ୩ୟା ଦିବା ୧୧.୩୮ ଗତେ ୪ର୍ଥୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ରାତ୍ରି ୦୮.୫୮ ଗତେ ଧନୁ ରାଶିର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୨.୩୨ ଗତେ ୧ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Saturday 01 Feb 2025

ମଘା- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର‌୍ୟ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତମ ପ୍ରୟୋଗ କରି କାର‌୍ୟ୍ୟରେ ସଫଳତା ପାଇବେ

ପୂ,ଫାଲଗୁନି- ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ। ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଚାକିରିରେ ଅପଦସ୍ତ ହୋଇପାରନ୍ତି

ଉ,ଫାଲଗୁନି- ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳା ମାନଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ । ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି

ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :