ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୫୮ ଗତେ ମୀନ,ତିଥି- ୩ୟା ଦିବା ୧୧.୩୮ ଗତେ ୪ର୍ଥୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ରାତ୍ରି ୦୮.୫୮ ଗତେ ଧନୁ ରାଶିର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୨.୩୨ ଗତେ ୧ପାଦ-କୃଷିହାନି-ଭୂମିଦାନ
ଉ,ଫଳଗୁନି- ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ୟ୍ୟଗତି ଉତ୍ସାହପୂର୍ଣ୍ଣ ହେବ । କାର୍ୟ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ
ହସ୍ତା- ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ । ରାଜନିତିରେ ଆଗ୍ରହ ବଢିପାରେ
ଚିତ୍ରା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ୟ୍ୟବ୍ୟସ୍ତ ରହିବେ । ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ
ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ନିଜର ସାଧ୍ୟ ମତେ କିଛି ସାହାର୍ୟ୍ୟ , ସହଯୋଗ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫