ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୫୮ ଗତେ ମୀନ,ତିଥି- ୩ୟା ଦିବା ୧୧.୩୮ ଗତେ ୪ର୍ଥୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ରାତ୍ରି ୦୮.୫୮ ଗତେ ଧନୁ ରାଶିର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୨.୩୨ ଗତେ ୧ପାଦ-କୃଷିହାନି-ଭୂମିଦାନ
ଚିତ୍ରା- ଶାରୀରିକ କ୍ଲାନ୍ତି ଦୂର ହେବ ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ
ସ୍ୱାତୀ- ସମ୍ପର୍କୀୟ ବନ୍ଧୁଙ୍କ ସାହାର୍ୟ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ
ବିଶାଖା- ଶତୃକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ
ପ୍ରତିକାର- କୈାଣସି ଅସାହାୟ ବା ଗରିବ ସ୍ତ୍ରୀ ଲୋକଙ୍କୁ ସାହାର୍ୟ୍ୟ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬