• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Febryary 2025: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ

ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୫୮ ଗତେ ମୀନ,ତିଥି- ୩ୟା ଦିବା ୧୧.୩୮ ଗତେ ୪ର୍ଥୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ରାତ୍ରି ୦୮.୫୮ ଗତେ ଧନୁ ରାଶିର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୨.୩୨ ଗତେ ୧ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Saturday 01 Feb 2025

ବିଶାଖା- ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି

ଅନୁରାଧା- ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ

ଜ୍ୟେଷ୍ଠା- କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :