• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Febryary 2025: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ

ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୫୮ ଗତେ ମୀନ,ତିଥି- ୩ୟା ଦିବା ୧୧.୩୮ ଗତେ ୪ର୍ଥୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ରାତ୍ରି ୦୮.୫୮ ଗତେ ଧନୁ ରାଶିର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୨.୩୨ ଗତେ ୧ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Saturday 01 Feb 2025

ମୂଳା-ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ଲାଭ କରିପାରନ୍ତି । ଚିନ୍ତା ମୁକ୍ତ ରହିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ

ପୂ,ଷାଢା- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଘର୍ଷ କରି ବିଜୟ ଲାଭ ପାଇବେ

ଉ,ଷାଢା- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ

ପ୍ରତିକାର- ଶ୍ରୀ ହରିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :