• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Jan 2023: କିପରି କଟିବ ବର୍ଷର ପ୍ରଥମ ଦିନ, ଜାଣନ୍ତୁ ଆଜିର ରାଶିଫଳ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ରବିିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି- ୧୦ମୀ ସନ୍ଧ୍ୟା ୦୭.୧୧ ଗତେ ୧୧ଶୀ ଘାତ ଚନ୍ଦ୍ର- ମେଷ ଅହୋରାତ୍ର,ଘାତ ବାର – ମେଷ ,ପୁଷ୍କର ଦୋଷ – ୧ପାଦ -କୃଷିହାନି- ଭୂମିଦାନ

Taurus

ବୃଷ

Sunday 01 Jan 2023

କୃତିକା - ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ । ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ ।

ରୋହିଣୀ – ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ ।

ମୃଗଶିରା –ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।

ପ୍ରତିକାର – ମାଆ କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :