• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Jan 2023: କିପରି କଟିବ ବର୍ଷର ପ୍ରଥମ ଦିନ, ଜାଣନ୍ତୁ ଆଜିର ରାଶିଫଳ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ରବିିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି- ୧୦ମୀ ସନ୍ଧ୍ୟା ୦୭.୧୧ ଗତେ ୧୧ଶୀ ଘାତ ଚନ୍ଦ୍ର- ମେଷ ଅହୋରାତ୍ର,ଘାତ ବାର – ମେଷ ,ପୁଷ୍କର ଦୋଷ – ୧ପାଦ -କୃଷିହାନି- ଭୂମିଦାନ

Pisces

ମୀନ

Sunday 01 Jan 2023

ପୂ , ଭାଦ୍ରପଦ – ମନ ଏକ ପ୍ରକାର ଭଲ ରହିବ । କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ ।

ଉ , ଭଦ୍ରପଦ - ପ୍ରସାସନିକ କ୍ଷେତ୍ରରେ ସାହାର‌୍ୟ୍ୟ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । ଆଧାତ୍ମିକ ଦିଗ ପ୍ରତି ଆଗ୍ରହ ବଢିବ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ ।

ରେବତୀ – ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । କୌଣସି କାର‌୍ୟ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ମହିଳା ମାନେ ଧର୍ମପରାୟଣ ରହିବେ ।

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :