ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ରବିିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି- ୧୦ମୀ ସନ୍ଧ୍ୟା ୦୭.୧୧ ଗତେ ୧୧ଶୀ ଘାତ ଚନ୍ଦ୍ର- ମେଷ ଅହୋରାତ୍ର,ଘାତ ବାର – ମେଷ ,ପୁଷ୍କର ଦୋଷ – ୧ପାଦ -କୃଷିହାନି- ଭୂମିଦାନ
ମୃଗଶିରା - ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣା ଗସ୍ତ ହୋଇପାରନ୍ତି । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ ।
ଆଦ୍ରା - ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କର୍ୟ୍ୟକରୀ କରନ୍ତୁ ନାହିଁ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।
ପୁନର୍ବସୁ - ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର ସୁଯୋଗ ରହିଛି ।
ପ୍ରତିକାର – ମାଆ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫