• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Jan 2023: କିପରି କଟିବ ବର୍ଷର ପ୍ରଥମ ଦିନ, ଜାଣନ୍ତୁ ଆଜିର ରାଶିଫଳ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ରବିିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି- ୧୦ମୀ ସନ୍ଧ୍ୟା ୦୭.୧୧ ଗତେ ୧୧ଶୀ ଘାତ ଚନ୍ଦ୍ର- ମେଷ ଅହୋରାତ୍ର,ଘାତ ବାର – ମେଷ ,ପୁଷ୍କର ଦୋଷ – ୧ପାଦ -କୃଷିହାନି- ଭୂମିଦାନ

Leo

ସିଂହ

Sunday 01 Jan 2023

ମଘା – ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ

ପୂ , ଫାଲଗୁନୀ - ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି 

ଉ ,ଫାଲଗୁନୀ – ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :