• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Jan 2023: କିପରି କଟିବ ବର୍ଷର ପ୍ରଥମ ଦିନ, ଜାଣନ୍ତୁ ଆଜିର ରାଶିଫଳ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ରବିିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି- ୧୦ମୀ ସନ୍ଧ୍ୟା ୦୭.୧୧ ଗତେ ୧୧ଶୀ ଘାତ ଚନ୍ଦ୍ର- ମେଷ ଅହୋରାତ୍ର,ଘାତ ବାର – ମେଷ ,ପୁଷ୍କର ଦୋଷ – ୧ପାଦ -କୃଷିହାନି- ଭୂମିଦାନ

Scorpio

ବିଛା

Sunday 01 Jan 2023

ବିଶାଖା – ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ । ସନ୍ତାନ ମାନଙ୍କୁ ନେଇ ଚିନ୍ତିତ ରହିବେ । ମହିଳା ମାନେ ଉଚ୍ଚମନା ରହିବେ ।

ଅନୁରାଧା – ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ । ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ

ଜ୍ୟେଷ୍ଠା – ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :