• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Jan 2023: କିପରି କଟିବ ବର୍ଷର ପ୍ରଥମ ଦିନ, ଜାଣନ୍ତୁ ଆଜିର ରାଶିଫଳ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ରବିିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି- ୧୦ମୀ ସନ୍ଧ୍ୟା ୦୭.୧୧ ଗତେ ୧୧ଶୀ ଘାତ ଚନ୍ଦ୍ର- ମେଷ ଅହୋରାତ୍ର,ଘାତ ବାର – ମେଷ ,ପୁଷ୍କର ଦୋଷ – ୧ପାଦ -କୃଷିହାନି- ଭୂମିଦାନ

Capricorn

ମକର

Sunday 01 Jan 2023

ଉ , ଷାଢା - ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର‌୍ୟ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ । । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର‌୍ୟ୍ୟକୁ ପରିବର୍ତନ କରିପାରନ୍ତି ।

ଶ୍ରବଣା – ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି ।

ଧନିଷ୍ଠା – ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରରେ ଉପକୃତ ହେବେ । ଲଭ ଲାଇଭ୍କୁ ନେଇ ଚିନ୍ତା ବଢିବ । ଦାୟିତ୍ୱ ବହନ କରିବାରେ ବିଫଳ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର‌୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :