• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Jan 2024: ଏହି ରାଶିର ବ୍ୟକ୍ତି ପ୍ରେମ ସମ୍ପର୍କରେ ଅଧିକ ଘନିଷ୍ଠ ହେବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୫ମୀ ଦିବା ୦୨.୨୮ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Aries

ମେଷ

Monday 01 Jan 2024

ଅଶ୍ୱନୀ- ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିବେ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ । ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ ।

ଦ୍ୱିଜା- ସାମାଜିକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା କାରଣରୁ ଅଶାନ୍ତ ରହିବେ । ଅସୁବିଧାରେ ପଡି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାରେ ଡେରି କରିବ । ପ୍ରତି ଯୋଗିତାରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ ।

କୃତିକା- ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କ ଦ୍ୱାରା କେତେକ ସମସ୍ୟାର ସମାଧାନ ହୋଇଯିବ ।

ପ୍ରତିକାର- ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :