• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Jan 2024: ଏହି ରାଶିର ବ୍ୟକ୍ତି ପ୍ରେମ ସମ୍ପର୍କରେ ଅଧିକ ଘନିଷ୍ଠ ହେବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୫ମୀ ଦିବା ୦୨.୨୮ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Taurus

ବୃଷ

Monday 01 Jan 2024

କୃତିକା- ଜୀବନ ସାଥୀଙ୍କ ସହ ନୂଆ ସ୍ଥାନକୁ ବୁଲିବାକୁ ଯିବାର ଯୋଜନା କରିପାରନ୍ତି । ଖାଦ୍ୟପେୟ ଓ ଜୀବନ ଶୈଳୀରେ ସାବଧାନତା ରହିଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ପ୍ରେମ ସମ୍ବନ୍ଧ ଅଧିକ ଘନିଷ୍ଠତା ହେବ ।

ରୋହିଣୀ- ଚାକିରି କ୍ଷେତ୍ରରେ କାର୍ଯ୍ୟ କୌଣସି ଭୁଲ ହୋଇପାରେ । ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।

ମୃଗଶିରା- ଦୀର୍ଘଦିନରୁ ଚିନ୍ତା କରିଥିବା ଜମିଜମା କାରବାର ସମ୍ପର୍କିତ କାମଟି ହୋଇଯିବ । ଅସୁବିଧାରେ ପଡିଥିବା ଲୋକଙ୍କୁ ସାହାଯ୍ୟ କରିବାର ସୁଯୋଗ ରହିଛି ।

ପ୍ରତିକାର- କୌଣସି ମନ୍ଦିରରେ କିଛି ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :