• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Jan 2024: ଏହି ରାଶିର ବ୍ୟକ୍ତି ପ୍ରେମ ସମ୍ପର୍କରେ ଅଧିକ ଘନିଷ୍ଠ ହେବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୫ମୀ ଦିବା ୦୨.୨୮ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Aquarius

କୁମ୍ଭ

Monday 01 Jan 2024

ଧନିଷ୍ଠା- ଗୁରୁଜନମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ ।

ଶତଭିଷା- ଅଫିସ୍‌ରେ ଟେନ୍‌ସନ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ପିଲାମାନଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତା ପ୍ରକଟ କରିବେ । ରାଜନୀତିରେ ସହାନୁଭୂତି ମିଳିବ ।

ପୂ,ଭାଦ୍ରପଦ- ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରିପାରନ୍ତି । ମହିଳାମାନେ କୈାଣସି କାରଣରୁ ଦୁଃଖ ପ୍ରକାଶ କରିବେ । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ ।

ପ୍ରତିକାର –ନୀଳ, ବା କଳା ରଙ୍ଗର ଟୋପି ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :